Indrani Nagari

Author:   Umakanta Mahapatra
Publisher:   Black Eagle Books
ISBN:  

9781645603221


Pages:   146
Publication Date:   05 July 2024
Format:   Paperback
Availability:   In stock   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Our Price $39.60 Quantity:  
Add to Cart

Share |

Indrani Nagari


Add your own review!

Overview

ଉମାକାନ୍ତ ବାବୁ ଖୁବ୍ ବିଳମ୍ବରେ - ପ୍ରାୟ ୧୯୮୬ ମସିହାରେ ସାହିତ୍ୟରେ ମନୋନିବେଶ କଲେ । ଅନେକ କ୍ଷୁଦ୍ରଗଳ୍ପ, ନିବନ୍ଧ, ରମ୍ୟ ରଚନାର ସ୍ରଷ୍ଟା ଉମାକାନ୍ତ ବାବୁ ଜଣେ ସ୍ତମ୍ଭକାର ଭାବେ ବିଭିନ୍ନ ବିଷୟର ଅନୁଶୀଳନ କରି ନାନାଦି ପ୍ରାସଙ୍ଗିକ ଅଥଚ ସର୍ବସାଧାରଣରେ ଅବିଦିତ ତଥ୍ୟ ପରିବେଷଣ କରି ଏକ ବୃହତ୍ ପାଠକ ଗୋଷ୍ଠୀର ଶ୍ରଦ୍ଧାଭାଜନ ହୋଇପାରିଥିଲେ । ତାଙ୍କର କ୍ଷୁଦ୍ର ଗଳ୍ପଗୁଡ଼ିକ ଅନବଦ୍ୟ । ସେଥିରେ ସେ କଥକ ପରି ଚରିତ୍ରମାନଙ୍କୁ ଟିକିଏ ଦୂରରୁ (କିନ୍ତୁ ଏତେ ଦୂରୁ ନୁହେଁ ଯେ ସେମାନେ ଇତର ଲୋକ ବା ଅନାତ୍ମୀୟ ପରି ଦିଶିବେ) ଦେଖି ସେମାନଙ୍କର ନିତିଦିନିଆ ଜୀବନ ଓ ତା'ର ଅନ୍ତରାଳରେ ଥିବା ଜୀବନର ଚିତ୍ର ଉପସ୍ଥାପନ କରନ୍ତି । ଶୈଳୀ କଥକର ଶୈଳୀ ପରି - କାହାଣୀଟିକୁ ବିନା ବାକ୍ୟାଡମ୍ବରରେ ଓ ସଂକ୍ଷେପରେ କହିବା ସେ ଶୈଳୀର ଲକ୍ଷ୍ୟ । ଉମାକାନ୍ତ ବାବୁ ତିନିଟି ଖୁବ୍ ଅସାଧାରଣ ଓ ସାର୍ଥକ ଉପନ୍ୟାସର ରଚୟିତା ମଧ୍ୟ । ଓଡ଼ିଆ ବ୍ୟତୀତ ଇଂରାଜୀ, ହିନ୍ଦୀ, ଉର୍ଦ୍ଦୁ ଓ ବଙ୍ଗଳା ଭାଷାରେ ସେ ବିଶେଷ ବ୍ୟୁତ୍ପତ୍ତି ଲାଭ କରିଥିଲେ । ଉର୍ଦ୍ଦୁର ମହାନ୍ କବି ମୀର୍ଜା ଗାଲିବ୍]ଙ୍କର କବିତାର ସେ ଓଡ଼ିଆ ରୂପାନ୍ତର କରିଛନ୍ତି ଏବଂ ଗାଲିବ୍ ତଥା ଅନ୍ୟାନ୍ୟ ସମକାଳୀନ ଉର୍ଦ୍ଦୁ କବିଙ୍କର ଅନନ୍ୟ କବି ପ୍ରତିଭାର ପ୍ରବକ୍ତା ଭାବେ ସେ ୧୯୯୯ ମସିହାରେ ଗାଲିବ୍]ଙ୍କର ଦ୍ୱିତୀୟ ଶତବାର୍ଷିକ ଜୟନ୍ତୀକୁ ଭାରତ ସରକାରଙ୍କ ଦ୍ୱାରା ବିଶେଷ ଭାବେ ନିମନ୍ତ୍ରିତ ହୋଇଥିଲେ ।

Full Product Details

Author:   Umakanta Mahapatra
Publisher:   Black Eagle Books
Imprint:   Black Eagle Books
Dimensions:   Width: 14.00cm , Height: 0.90cm , Length: 21.60cm
Weight:   0.195kg
ISBN:  

9781645603221


ISBN 10:   1645603229
Pages:   146
Publication Date:   05 July 2024
Audience:   General/trade ,  General
Format:   Paperback
Publisher's Status:   Active
Availability:   In stock   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Table of Contents

Reviews

Author Information

ଉମାକାନ୍ତ ମହାପାତ୍ର(୨୩ ଅପ୍ରେଲ୧୯୩୦ - ୦୮ ଜୁଲାଇ ୧୯୯୯)ଙ୍କ ଜନ୍ମସ୍ଥାନ କଟକ । ପିତା ସାକ୍ଷୀଗୋପାଳ ନିକଟସ୍ଥ ବିଶ୍ୱନାଥପୁର ଗ୍ରାମର ଲୋକନାଥ ମହାପାତ୍ର ଓ ମାତା ପାର୍ବତୀ ଦେବୀଙ୍କର ସେ ଜ୍ୟେଷ୍ଠ ସନ୍ତାନ । ଶିକ୍ଷକ ପିତାଙ୍କ ତତ୍ତ୍ୱାବଧାନରେ ଭବାନୀପାଟଣାରେ ଓ ପରେ ଏହ୍ଲାବାଦରେ ସ୍କୁଲ ଶିକ୍ଷା ଲାଭ । ରେଭେନ୍]ସା କଲେଜ୍]ରୁ ଆଇ.ଏସ୍]ସି. ଓ ବ୍ରହ୍ମପୁର ଖଲିକୋଟ୍ କଲେଜ୍]ରୁ ବି.ଏସ୍]ସି. ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପରେ କେନ୍ଦ୍ର ସରକାରଙ୍କ ଗୁଇନ୍ଦା ବିଭାଗରେ ୧୯୫୩ରେ ଯୋଗଦାନ । ସେହି ବର୍ଷ ବ୍ରହ୍ମପୁରର ଖ୍ୟାତନାମା ପଣ୍ଡିତ ଓ କବିରାଜ ଅନନ୍ତ ତ୍ରିପାଠୀ ଶର୍ମାଙ୍କର ଚତୁର୍ଥ କନ୍ୟା ଅନସୂୟାଙ୍କ ସହିତ ବିବାହ । ଜଣେ ପଦସ୍ଥ କର୍ମଚାରୀ ଭାବେ ନାନାଦି ସ୍ଥାନରେ ଦାୟିତ୍ୱପୂର୍ଣ୍ଣର୍ କାର୍ଯ୍ୟ ସମ୍ପାଦନ କରି ସୁନାମ ଅର୍ଜନ । ୧୯୮୮ରେ ଚାକିରୀରୁ ଅବସର ଗ୍ରହଣ ପରେ ଭୁବନେଶ୍ୱରର ବାସିନ୍ଦା । ଦୁଇ ପୁତ୍ର ଅଶୋକ ଓ ପୁଷନ୍ ଉଚ୍ଚ ପଦସ୍ଥ କର୍ମଚାରୀ ।

Tab Content 6

Author Website:  

Customer Reviews

Recent Reviews

No review item found!

Add your own review!

Countries Available

All regions
Latest Reading Guide

Aorrng

Shopping Cart
Your cart is empty
Shopping cart
Mailing List