America Anubhuti

Author:   Golok Bihari Dhal
Publisher:   Black Eagle Books
ISBN:  

9781645604686


Pages:   136
Publication Date:   28 October 2023
Format:   Paperback
Availability:   In stock   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Our Price $36.96 Quantity:  
Add to Cart

Share |

America Anubhuti


Add your own review!

Overview

ଗୋଲୋକବିହାରୀ ଧଳ (ଡିସେମ୍ବର ୧୫, ୧୯୨୧-ଜୁନ୍ ୨୪,୧୯୭୪) ଥିଲେ ଜଣେ ଉଚ୍ଚକୋଟୀର ପ୍ରାବନ୍ଧିକ, ଅନୁବାଦକ, ଭାଷାତତ୍ତ୍ୱବିତ୍], ଧ୍ୱନିତତ୍ତ୍ୱବିତ୍ ଏବଂ ଭ୍ରମଣବୃତ୍ତାନ୍ତ ଲେଖକ । ଢେଙ୍କାନାଳ ଜିଲ୍ଲାର ଗଞ୍ଜେଇଡିହ ଗ୍ରାମରେ ପିତା ଭୋଳେଶ୍ୱର ଧଳ ଓ ମାତା ଜାହ୍ନବୀ ଦେବୀଙ୍କ ଔରସରୁ ଜନ୍ମଲାଭ କରି ଢେଙ୍କାନାଳର ବ୍ରଜନାଥ ବଡ଼ଜେନା ହାଇସ୍କୁଲରୁ ସ୍କୁଲ ଶିକ୍ଷା, ରେଭେନ୍ସା ମହାବିଦ୍ୟାଳୟରୁ ସଂସ୍କୃତ ଭାଷାରେ ସ୍ନାତକ (୧୯୪୩), ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତ୍ତକୋତ୍ତର (୧୯୪୫) ଶିକ୍ଷା ସମାପ୍ତ କରି ପ୍ରଥମେ ପୁରୀ କଲେଜରେ ଓ ପରେ ସମ୍ବଲପୁର ଗଙ୍ଗାଧର ମେହେର କଲେଜରେ ଅଧ୍ୟାପକ ଭାବରେ ଯୋଗ ଦେଇଥିଲେ । ୧୯୪୯ରେ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଉଚ୍ଚତର ଶିକ୍ଷାପ୍ରାପ୍ତି କରି ଆମେରିକା ଓ ଫ୍ରାନ୍ସ ପ୍ରଭୃତି ଦେଶ ଗସ୍ତ କରିଥିଲେ । ୧୯୫୫ରେ ସେ ଆଗ୍ରା ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଶିକ୍ଷାଦାନ କଲେ ଓ ୧୯୭୨ରେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ବିଭାଗରେ ପ୍ରଫେସର ଭାବରେ ଯୋଗଦେଲେ । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ଆମେରିକା ଅନୁଭୂତି (୧୯୫୨), ଲଣ୍ଡନ ଚିଠି (୧୯୫୩), ମଣିଷର ଭାଷା (୧୯୫୩), ଧ୍ୱନି ବିଜ୍ଞାନ (୧୯୫୮), ଓଡ଼ିଆ କେବେ (୧୯୬୩), ଇଂରାଜୀ ଉଚ୍ଚାରଣ ଶିକ୍ଷା (୧୯୬୩), ବିଚାର ଆଲୋଚନା ଇତ୍ୟାଦି ଉଲ୍ଲେଖଯୋଗ୍ୟ । ଅନୁବାଦ ପୁସ୍ତକ 'ଗୋଦାନ' ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ(୧୯୫୮) ।

Full Product Details

Author:   Golok Bihari Dhal
Publisher:   Black Eagle Books
Imprint:   Black Eagle Books
Dimensions:   Width: 14.00cm , Height: 0.80cm , Length: 21.60cm
Weight:   0.181kg
ISBN:  

9781645604686


ISBN 10:   1645604683
Pages:   136
Publication Date:   28 October 2023
Audience:   General/trade ,  General
Format:   Paperback
Publisher's Status:   Active
Availability:   In stock   Availability explained
We have confirmation that this item is in stock with the supplier. It will be ordered in for you and dispatched immediately.

Table of Contents

Reviews

Author Information

ଗୋଲୋକବିହାରୀ ଧଳ (ଡିସେମ୍ବର ୧୫, ୧୯୨୧-ଜୁନ୍ ୨୪,୧୯୭୪) ଥିଲେ ଜଣେ ଉଚ୍ଚକୋଟୀର ପ୍ରାବନ୍ଧିକ, ଅନୁବାଦକ, ଭାଷାତତ୍ତ୍ୱବିତ୍], ଧ୍ୱନିତତ୍ତ୍ୱବିତ୍ ଏବଂ ଭ୍ରମଣବୃତ୍ତାନ୍ତ ଲେଖକ । ଢେଙ୍କାନାଳ ଜିଲ୍ଲାର ଗଞ୍ଜେଇଡିହ ଗ୍ରାମରେ ପିତା ଭୋଳେଶ୍ୱର ଧଳ ଓ ମାତା ଜାହ୍ନବୀ ଦେବୀଙ୍କ ଔରସରୁ ଜନ୍ମଲାଭ କରି ଢେଙ୍କାନାଳର ବ୍ରଜନାଥ ବଡ଼ଜେନା ହାଇସ୍କୁଲରୁ ସ୍କୁଲ ଶିକ୍ଷା, ରେଭେନ୍ସା ମହାବିଦ୍ୟାଳୟରୁ ସଂସ୍କୃତ ଭାଷାରେ ସ୍ନାତକ (୧୯୪୩), ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତ୍ତକୋତ୍ତର (୧୯୪୫) ଶିକ୍ଷା ସମାପ୍ତ କରି ପ୍ରଥମେ ପୁରୀ କଲେଜରେ ଓ ପରେ ସମ୍ବଲପୁର ଗଙ୍ଗାଧର ମେହେର କଲେଜରେ ଅଧ୍ୟାପକ ଭାବରେ ଯୋଗ ଦେଇଥିଲେ । ୧୯୪୯ରେ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଉଚ୍ଚତର ଶିକ୍ଷାପ୍ରାପ୍ତି କରି ଆମେରିକା ଓ ଫ୍ରାନ୍ସ ପ୍ରଭୃତି ଦେଶ ଗସ୍ତ କରିଥିଲେ । ୧୯୫୫ରେ ସେ ଆଗ୍ରା ବିଶ୍ୱବିଦ୍ୟାଳୟରେ ଭାଷା ବିଜ୍ଞାନରେ ଶିକ୍ଷାଦାନ କଲେ ଓ ୧୯୭୨ରେ ରେଭେନ୍ସା ମହାବିଦ୍ୟାଳୟରେ ଓଡ଼ିଆ ବିଭାଗରେ ପ୍ରଫେସର ଭାବରେ ଯୋଗଦେଲେ । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ଆମେରିକା ଅନୁଭୂତି (୧୯୫୨), ଲଣ୍ଡନ ଚିଠି (୧୯୫୩), ମଣିଷର ଭାଷା (୧୯୫୩), ଧ୍ୱନି ବିଜ୍ଞାନ (୧୯୫୮), ଓଡ଼ିଆ କେବେ (୧୯୬୩), ଇଂରାଜୀ ଉଚ୍ଚାରଣ ଶିକ୍ଷା (୧୯୬୩), ବିଚାର ଆଲୋଚନା ଇତ୍ୟାଦି ଉଲ୍ଲେଖଯୋଗ୍ୟ । ଅନୁବାଦ ପୁସ୍ତକ 'ଗୋଦାନ' ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ (୧୯୫୮) ।

Tab Content 6

Author Website:  

Customer Reviews

Recent Reviews

No review item found!

Add your own review!

Countries Available

All regions
Latest Reading Guide

Aorrng

Shopping Cart
Your cart is empty
Shopping cart
Mailing List